ପଶ୍ଚିମବଙ୍ଗରେ ଅଣ୍ଡରୱାଟର ମେଟ୍ରୋ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପଶ୍ଚିମବଙ୍ଗର ହୁଗୁଳି ନଦୀ ତଳେ ଚାଲିଲା ମେଟ୍ରୋ ଟ୍ରେନ୍ । ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ଟନେଲର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Read more