ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍ ୱେ-୧ ଉଦଘାଟନ କରିବେ ପ୍ରଧାମନ୍ତ୍ରୀ ମୋଦୀ

ଦିଲ୍ଲୀରୁ ମୁମ୍ବାଇ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୌସାରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ପ୍ରଥମ ପର୍ୟ୍ୟାୟକୁ ଉଦଘାଟନ କରିବେ।

Read more