ଚାକିରି ଆଶାୟୀଙ୍କୁ ବଡ଼ ଭେଟି; ୭୧ ହଜାର ନିଯୁକ୍ତିପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ, ନବନିଯୁକ୍ତଙ୍କୁ ଦେବେ ଗୁରୁମନ୍ତ୍ର

ନୂଆଦିଲ୍ଲୀ: ଚାକିରି ଆଶାୟୀଙ୍କୁ ବଡ଼ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଙ୍ଗଳବାର ନିଯୁକ୍ତି ମେଳା ମାଧ୍ୟମରେ ୭୧ହଜାର ଆଶାୟୀଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯିବ

Read more