ଅନୁଷ୍ଠିତ ହେଲା ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବୈଠକ, ଜାତୀୟ ସୁରକ୍ଷା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୧୩।୩: ୟୁକ୍ରେନ ଉପରେ ଋଷିଆର ଆକ୍ରମଣ ପରିପ୍ରେକ୍ଷୀରେ ବଦଳୁଥିବା ବିଶ୍ୱ ପରିଦୃଶ୍ୟକୁ ନଜରରେ ରଖି ରବିବାର ନୂଆଦିଲ୍ଲୀରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।

Read more