ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ: ଚୀନ୍‌-ପାକ୍‌କୁ ଜବାବ ଦେଲେ ମୋଦୀ

ୱାସିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକା ସଂସଦର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ସଂସଦ କକ୍ଷରେ ପହଞ୍ଚିବାମାତ୍ରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା ।

Read more