ଚିରା, ଫଟା ପୋଷାକ ପିନ୍ଧିଥିବା ଭକ୍ତଙ୍କୁ ସିଂହଦ୍ୱାରରୁ ଫେରାଇ ଦେଲେ ପୋଲିସ ପ୍ରଶାସନ ଓ ସେବାୟତ

ନୂଆ ବର୍ଷରେ ନୂଆ ନିୟମ । ଶ୍ରୀମନ୍ଦିରରେ କଡ଼ାକଡ଼ି ଭାବେ ଲାଗୁ ହେବ ଡ୍ରେସ କୋର୍ଡ । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ପରିଧାନକୁ ଗମ୍ଭୀରତା ସହ ନେଇଛି ପ୍ରଶାସନ

Read more