ମାଓ ଭୟ: ମତଦାନ କେନ୍ଦ୍ରକୁ ହେଲିକପ୍ଟରରେ ଗଲେ ପୁଲିଂ ପାର୍ଟି

ରାୟପୁର: ଆସନ୍ତା ୭ ତାରିଖରେ ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏଥିପାଇଁ ଆଜି ରାଜ୍ୟରେ ସରୁଛି ପ୍ରଚାର। ଛତିଶଗଡ଼ର ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା

Read more