ବୁଥସ୍ତରରେ ସଙ୍ଗଠନ ସୁଦୃଢ କରିବା ଦିଗରେ କାର୍ଯ୍ୟ କରିବାକୁ କାର୍ଯ୍ୟକର୍ତାଙ୍କୁ ଆହ୍ୱାନ ଦେଲେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୧୧/୧୨: ଆଗାମୀ ଦିନରେ ରାଜ୍ୟର ତୃଣମୂଳସ୍ତରରେ ବିଜେପିର ସଙ୍ଗଠନକୁ ଆହୁରି ସୁଦୃଢ କରାଯିବ। ପ୍ରତ୍ୟେକ ବୁଥରେ ୨୫ ଜଣିଆ ବୁଥ କମିଟି ଗଠନ ହେବ । ପ୍ରଧାନମନ୍ତ୍ରୀ
Read more