ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ପୋଷ୍ଟ ମାଷ୍ଟର ଫେରାର

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରସ୍ଥିତ କୃଷ୍ଣନଗର ପୋଷ୍ଟ ଅଫିସରେ କାର୍ଯ୍ୟରତ ପୋଷ୍ଟ ମାଷ୍ଟର ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇ ଯାଇଛନ୍ତି। ସେ ହିତାଧିକାରୀଙ୍କ ଜମା

Read more