ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର, ପ୍ରଯୋଜକ ସଞ୍ଜୟ ନାୟକଙ୍କ ନାଁରେ ଏତଲା

ବଢିଲା ପ୍ରକୃତି ଓ ସଞ୍ଜୟ ବିବାଦ । ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ପ୍ରଯୋଜକ ସଞ୍ଜୟ ନାୟକଙ୍କ ନାଁରେ ଏତଲା ଦେଇଛନ୍ତି ।

Read more