ଶ୍ରୀଜିଉଙ୍କ ଦର୍ଶନ କଲେ ପାଣ୍ଡିଆନ ଏବଂ ପ୍ରଣବ

ପୁରୀ: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ।

Read more