ଆଠଗଡ ଓ ତିଗିରିଆ ବ୍ଲକ୍‌ରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

ଆଠଗଡ ୧୪।୧୨: ଆଠଗଡ଼ ଏବଂ ତିଗିରିଆ ବ୍ଲକରେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ଆଠଗଡ଼ ବିଧାୟକ ତଥା ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ।

Read more