ରାଷ୍ଟ୍ରପତି ନିର୍ବାଚନ : ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ

ନୂଆଦିଲ୍ଲୀ ୧୮/୦୭:  ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୫ଟା ଯାଏଁ ଚାଲିବ

Read more