ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ଓଡ଼ିଶା ଗସ୍ତ; ଜାଣନ୍ତୁ ପୂରା କାର୍ଯ୍ୟକ୍ରମ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ (ନଭେମ୍ବର ୨୦ ତାରିଖ) ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ତିନିଦିନିଆ ଗସ୍ତ କାଳରେ ମହାମହିମ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ।

Read more