ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଲେ ଅମୃତ କାଳର ୨୫ ବର୍ଷ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ସଂସଦର ବଜେଟ ଅଧିବେଶନ ଆରମ୍ଭ । ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ରଖୁଛନ୍ତି ଅଭିଭାଷଣ ।

Read more