ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ମହାମହିମ । ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଜଭବନ ଯାଇ ରାତ୍ରିଯାପନ କରିବେ । ଆସନ୍ତାକାଲି କଟକରେ

Read more