ଆସନ୍ତା ୨୫ରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୫ ତାରିଖରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନେଇ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ

Read more