୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Read more