ହାଇକୋର୍ଟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ; କହିଲେ ବିଳମ୍ବରେ ନୁହେଁ ସାଧାରଣ ଲୋକଙ୍କୁ ତୁରନ୍ତ ନ୍ୟାୟ ଦରକାର

ବିଳମ୍ବିତ ନ୍ୟାୟ ନୁହେଁ ସାଧାରଣ ଲୋକଙ୍କୁ ତୁରନ୍ତ ନ୍ୟାୟ ଦରକାର। ହାଇକୋର୍ଟର ୭୫ତମ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମିଲ ହୋଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Read more