ଓଡିଶା ଗସ୍ତର ଦ୍ୱିତୀୟ ଦିନ: ଆଜି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ଯିବେ । ସକାଳ ୯ଟା ୧୫ ମିନିଟରେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିବେ

Read more