ଗାଡ଼କଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ଲୋକଙ୍କ ସହ ମନଖୋଲି କଥା ହେଲେ

ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣାରେ ପହଞ୍ଚିଛନ୍ତି। ସେଠାରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି। ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍

Read more