ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ବିଜ୍ଞପ୍ତି ଉପରେ ରହିତାଦେଶ, କିଛି କାର୍ଯ୍ୟାନୁଷ୍ଠାନ ନନେବାକୁ OPSCକୁ HCଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ବିଜ୍ଞପ୍ତି ଉପରେ ରହିତାଦେଶ ଜାରି। ଓପିଏସସି ପକ୍ଷରୁ ଜାରି ବିଜ୍ଞପ୍ତି ଉପରେ ରହିତାଦେଶ ଦେଲେ ଉଚ୍ଚ ନ୍ୟାୟାଳୟ। ପରବର୍ତ୍ତୀ ଶୁଣାଣି ଯାଏଁ

Read more