ଦୁର୍ଗମ ନକ୍ସଲ ପ୍ରବଣ ଗ୍ରାମରେ ଜନସଂପର୍କ ଶିବିର

ମାଲକାନଗିରି: ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାର ନକ୍ସଲ ପ୍ରବଣ ତଥା ଦୁର୍ଗମ ଦୁଲେରସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ସିଆରପିଏଫର ଦ୍ବିତୀୟ ବାଟାଲିୟନ ତରଫରୁ ଜନସଂପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି।

Read more