ଆଜି ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ପୁରୀ ରଥ କାଠ

ଆଜି ପବିତ୍ର ଶ୍ରୀପଞ୍ଚମୀ। ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ

Read more