ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର

ପୁରୀ ୦୪।୧୨ : ପୁରୀ ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା ।  ଭୁଲ୍‌ ମାଗିବା ସହ ୟୁଟ୍ୟୁବ୍‌ ସାଇଡ୍‌ରୁ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର ଯୁବକ

Read more