ଉତ୍ତରାଖଣ୍ଡର ୧୨ମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି

ଡେରାଡୁନ ୨୩।୦୩: ଉତ୍ତରାଖଣ୍ଡର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି। ରାଜ୍ୟପାଳ ଗୁରମିତ ସିଂହ ଧାମିଙ୍କ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Read more