ଚର୍ଚ୍ଚାରେ ଆର ମାଧବନ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ, ଅଭିନେତାଙ୍କ ହାତ ଧରି ପୋଜ୍ ଦେଲେ ମୋଦୀଜୀ

ମୁମ୍ବାଇ: ଜୁଲାଇ ୧୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ଦିନିଆ ପ୍ୟାରିସ୍ ଗସ୍ତରେ ଯାଇଥିଲେ। ଏହି ଗସ୍ତ ସମୟରେ ଘଟିଥିବା ଅନେକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

Read more