ଶ୍ରୀଜିଉଙ୍କ ଦର୍ଶନ କଲେ ନୂଆ ରାଜ୍ୟପାଳ: ଗରିବ ଓ ନିଷ୍ପେସିତଙ୍କ ସେବା ପାଇଁ ମୋତେ ମହାପ୍ରଭୁ ଏଠାକୁ ଆଣିଛନ୍ତି

ଭୁବନେଶ୍ବର: ଶ୍ରୀଜୀଉଙ୍କୁ ଦର୍ଶନ କଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ମହାପ୍ରଭୁଙ୍କ ଦର୍ଶନ କରିବା ସହ ସେଠାରେ ଉପସ୍ଥିତ ଥିବା ଭକ୍ତମାନଙ୍କୁ ସେ ଅଭବାଦନ ଜଣାଇଛନ୍ତି।

Read more