ନିର୍ବାଚନ ବଣ୍ଡକୁ ନେଇ ମୋଦୀ ସରକାରଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ: ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍‌ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ନିର୍ବାଚନ କମିସନ ତାଙ୍କ ୱେବସାଇଟ୍‌ରେ ସାର୍ବଜନୀନ କରିଥିଲେ

Read more