ସୋମବାର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୮/୦୭:  ଉପକୂଳ ଓଡିଶା ଅଞ୍ଚଳରେ ଥିବା ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଭାରତକୁ ମୁହାଁଇପାରେ ।

Read more