ଜଳେଶ୍ୱର ଜିକେ ଭଟ୍ଟର ମେଡିକାଲରେ ପଶିଲା ପାଣି; ତଳ ମହଲାରୁ ଉପର ମହଲାକୁ ରୋଗୀଙ୍କୁ ସ୍ଥାନାନ୍ତର

ହସ୍ପିଟାଲରେ ଲହଡି ଭାଙ୍ଗୁଛି ପାଣି । ରୋଗୀ ସେବା ବାଧାପ୍ରାପ୍ତ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଳକ ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷା ପାଣି ଲହଡି

Read more