ଫେବ୍ରୁଆରୀ ୨୨ରେ ଓଡ଼ିଶା ଆସିବେ ରାଜନାଥ, ନବରଙ୍ଗପୁର, ଗଞ୍ଜାମ ଓ ମୟୂରଭଞ୍ଜର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ବିଜେପି ଫୋକସରେ ଓଡ଼ିଶା । ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ସିରିଜ ଗସ୍ତ ଆରମ୍ଭ ହୋଇଛି । ବିଜେପିର ହେଭିୱେଟ ନେତା ଏବେ ଘନଘନ

Read more