ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ରାଜସ୍ଥାନ ସରକାରଙ୍କ ବଡ଼ ଘୋଷଣା। ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ୧୦୦ ୟୁନିଟ ମାଗଣା ବିଦ୍ୟୁତ ନେଇ ଘୋଷଣା କରିଛନ୍ତି ।

Read more