ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର ୧୯/୧୦: ବିଜେଡିରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହେଲେ ରାଜୁ ଦାସ

Read more