ଭାରତର ଶାନ୍ତିରେ ବାଧା ଦେଲେ ଆତଙ୍କବାଦୀଙ୍କୁ ଘରେ ପଶି ମାରିବୁ, ପିଓକେ ଭାରତର ଅବିଚ୍ଛେଦ୍ୟ ଅଙ୍ଗ । ଜାତୀୟ ଗଣମାଧ୍ୟମରେ ବଡ ବୟାନ ଦେଲେ ରାଜନାଥ ସିଂ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ ବୟାନ । ଜାତୀୟ ଗଣମାଧ୍ୟମକୁ ଦେଇଥିବା ସାକ୍ଷାତକାରରେ ରାଜନାଥ ସିଂ କହିଛନ୍ତି, ଆତଙ୍କବାଦୀଙ୍କୁ ତାଙ୍କ ଘରେ ପଶି ମାରିବୁ ।

Read more