ଗୁରୁବାର ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ

Read more