‘ପଦ୍ମ’ ଧରିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ

ବିଜେପିରେ ମିଶିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆଠମଲ୍ଲିକ ବିଜେପି ବିଧାୟକ ପ୍ରାର୍ଥୀ ସଞ୍ଜୀବ ସାହୁଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି

Read more