୬.୫%ରେ ‘ରେପୋ ରେଟ୍‌’ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌: ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଉପରେ ଧ୍ୟାନ

ମୁମ୍ବାଇ: ‘ରୋପୋ ରେଟ୍‌’ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ‘ମନିଟାରି ପଲିସି କମିଟି’ ନିଷ୍ପତ୍ତି  ଗ୍ରହଣ କରିଥିବା କଥା ଆଜି ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ

Read more