ଭୁବନେଶ୍ବରର ସମସ୍ତ ୪ଟି ଯାକ ସିଏଚସିରେ ଡେଙ୍ଗୁ ୱାର୍ଡ ଖୋଲାଯିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବା ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ସଜାଗ ହୋଇଉଠିଛି। ଭୁବନେଶ୍ବରର ସମସ୍ତ ୪ଟି ଯାକ ସିଏଚସିରେ ଡେଙ୍ଗୁ ୱାର୍ଡ ଖୋଲାଯିବ ଓ

Read more