ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର ନିଷ୍ପତ୍ତି ନିନ୍ଦନୀୟ: ବିରୋଧୀ ଦଳ ନେତା

ଭୁବନେଶ୍ବର: ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିରୁ ବହିଷ୍କାର କରାଯିବା ଘଟଣାରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି ବିଭିନ୍ନ ନେତା। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଏହା ଅଗଣତାନ୍ତ୍ରିକ।

Read more