ଭୁବନେଶ୍ବର ରେଳ ଷ୍ଟେସନ ନବୀକରଣ: ମାର୍ଚ୍ଚ ସୁଦ୍ଧା ପ୍ରଥମ ବିଲ୍‌ଡିଂ

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ବହୁ ପ୍ରତୀକ୍ଷିତ ଭୁବନେଶ୍ବର ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ଚାଲିଛି। ଏଥିପାଇଁ ରେଳଯାତ୍ରୀ ଏବେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ଷାରେ ଭିଜିବାକୁ ପଡ଼ୁଛି।

Read more