ଦୁଇ ବର୍ଷ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜୋରିମନାରେ ଦଣ୍ଡିତ ହେଲେ ଓଏଫଡ଼ିସିର ଅବସରପ୍ରାପ୍ତ ଡିଭିଜନାଲ ମ୍ୟାନେଜର
ଅନୁଗୋଳ ଜିଲ୍ଲା ଓଏଫଡ଼ିସିର ଅବସରପ୍ରାପ୍ତ ଡିଭିଜନାଲ ମ୍ୟାନେଜର ରସାନନ୍ଦ ପ୍ରଧାନ କଟକର ଏକ ସ୍ପେସିଆଲ କୋର୍ଟରେ ଦୋଷୀ ସାବସ୍ତ୍ୟ ହୋଇଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ରଖିଥିବା
Read more