କାର ଦୁର୍ଘଟଣାରେ ଋଷଭ ପନ୍ତ ଗୁରୁତର; ହସ୍ପିଟାଲରେ ଭର୍ତ୍ତି

ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ନିଜ ଘର ଉତ୍ତରାଖଣ୍ଡରୁ ଦିଲ୍ଲୀ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ନାରସନ ବର୍ଡର ନିକଟରେ ଋଷଭଙ୍କ

Read more