ପିକଅପ ଭ୍ୟାନ୍ ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ

ଆସିକା ଖଡ଼ଭାଗ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବସ୍- ଭ୍ୟାନ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୩ଜଣ ମୃତ୍ୟୁ ହୋଇଥିବା ବେଳେ କିଛି ଜଣ ଆହତ ହୋଇଥିବା

Read more