ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ ଆଜି ଓଡ଼ିଶା ଆସୁଛନ୍ତି। ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Read more