ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ସାଲୁଗା ପ୍ରଧାନ

ଭୁବନେଶ୍ବର: ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଜେଡିର ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। କନ୍ଧମାଳ ଜିଲ୍ଲାର ଆଦିବାସୀ ଚେହେରା

Read more