ସମ୍ବଲପୁର ଲୋକସଭା ରାଜନୀତି: ପ୍ରାର୍ଥୀ ଚୟନକୁ ନେଇ ଦ୍ବନ୍ଦ୍ବରେ ୩ ଦଳ

ସମ୍ବଲପୁର : ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ସମ୍ବଲପୁର ଲୋକସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଚୟନକୁ ନେଇ ୩ ପ୍ରମୁଖ ଦଳ ମଧ୍ୟରେ ଦ୍ବନ୍ଦ୍ବ ଲାଗି ରହିଛି।

Read more