ସମ୍ବିତ ପାତ୍ରଙ୍କ ଉପରେ ବର୍ଷିଲେ ସୁଲତା ଦେଓ

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ବାଧା ନେଇ ବର୍ଷିଲେ ବିଜେଡି ମୁଖପାତ୍ର ସୁଲତା ଦେଓ । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କୁ କଲେ ଟାର୍ଗେଟ୍ ।

Read more