ଦଶମ ସମେଟିଭ୍ -୧ ଆରମ୍ଭ, ପରୀକ୍ଷା ଦେବେ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ

କଟକ ୨୩।୧୧: ଆଜିଠାରୁ ଦଶମ ସମେଟିଭ୍ -୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ନୋଡାଲ ସେଣ୍ଟର ଗୁଡ଼ିକରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି।

Read more