ପଣା ସଂକ୍ରାନ୍ତି : ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପବିତ୍ର ହନୁମାନ ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି

Read more